ଓଡ଼ିଆ ବ୍ଲଗ୍‍

ଛ ମାଣ ଆଠଗୁଣ୍ଠ(ଭଗିଆ ଆଉ ସାରିଆ)
ତାରିଖ : ସେପ୍ଟେମ୍ବର ୨୨, ୨୦୨୫

ମନୁଷ୍ୟ ହୃଦୟଭାବ ହାସ୍ୟସ୍ପନ୍ଦନ ସ୍ରୋତ ଧରି ବାହାରିପଡ଼େ । ଏମାନେ ହସିବାର କେହି ଦେଖି ନାହିଁ, କାନ୍ଦିବାର କେହି ଶୁଣି ନାହିଁ । ଆମ୍ଭମାନଙ୍କ ପାଖରେ କିନ୍ତୁ କାହାରି କଥା ଲୁଚିବାର ବାଟ ନାହିଁ । ବାଣୁଆମାନେ ଖୋଜର ମଡ଼ା ଧରିଧରି ଯାଇ ଜନ୍ତୁ ଭେଟନ୍ତି । ସେହିପରି ଆମ୍ଭମାନେ ଲୋକମାନଙ୍କ କାର୍ଯ୍ୟସବୁର ପିଛା ଧରି ଧରି ସେମାନଙ୍କ ମନର ଭାବ ଧରି ପକାଉଁ ।

 
ଲେଖକ- ଫକୀରମୋହନ ସେନାପତି 
ଅଧିକ ଜାଣନ୍ତୁ...
ପୃଷ୍ଠା ନମ୍ବର: ୬୨
 









ଅନ୍ୟ ବ୍ଲଗ୍‍ ଗୁଡିକ (ମୋଟ: ୨୧୪)
»   ଆଖି
»   ଫାଶୀ
»   ଏଇ ପଥ
»    ମୁଁ
»   ମାୟା
»   ଘର
»   ଏଇ ପଥ

Copyright © 2026 Odia Virtual Academy. All rights reserved      Total Visitors-   1

scroll